ଭାରସାମ୍ୟ ହରାଇ ୨୫୦ ମିଟର ତଳକୁ ଖସିଲା ବସ; ୩୦ ମୃତ
ଶ୍ରୀନଗର: ଜମ୍ମୁ-କଶ୍ମୀରରେ ଭୟଙ୍କର ସଡକ ଦୁର୍ଘଟଣା । କିସ୍ତଓ୍ବାଡା ରୁ ଜମ୍ମୁ ଅଭିମୁଖେ ଯାଉଥିବା ଏକ ବସ୍ ଆଜି ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ବସ୍ଟି ଡୋଡା ଜିଲ୍ଲାର ଡୁଙ୍ଗଲ ଅଞ୍ଚଳ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ପ୍ରାୟ ୨୫୦ ମିଟର ଖାଇକୁ ଖସି ପଡ଼ିଛି । ଘଟଣାରେ ପ୍ରାୟ ୩୦ ରୁ…