କମିଶନରେଟ୍ ପୋଲିସ ପକ୍ଷରୁ କଳିଙ୍ଗ ନଗରରେ ଫାଣ୍ଡି ଉଦଘାଟିତ
ଭୁବନେଶ୍ୱର: ଆଜି କମିଶନରେଟ୍ ପୋଲିସ ପକ୍ଷରୁ କଳିଙ୍ଗ ନଗର ପୋଲିସ ଫାଣ୍ଡି ଉଦ୍ଘାଟିତ ହୋଇଯାଇଛି । ଭୁବନେଶ୍ଵର-କଟକ ଦ୍ଵୈତ ନଗରୀର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହାର ଶୁଭ ଉଦଘାଟନ କରିଛନ୍ତି ।
ଏହି ଉଦଘାଟନୀ ଉତ୍ସବରେ ଭୁବନେଶ୍ଵର-କଟକ ଦ୍ଵୈତ ନଗରୀର ଅତିରିକ୍ତ ପୋଲିସ କମିଶନର…