“ଡିଜିଟାଲ ବିଜ୍ଞାପନ ନୀତି, ୨୦୨୩”କୁ କେନ୍ଦ୍ର୍ରର ଅନୁମୋଦନ, ଜାଣନ୍ତୁ ଏହାର ଉଦ୍ଦେଶ୍ୟ
ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଡିଜିଟାଲ ମିଡିଆ ମାଧ୍ୟମରେ ଅଭିଯାନ ଆରମ୍ଭ କରିବା ପାଇଁ ଭାରତ ସରକାରଙ୍କ ବିଜ୍ଞାପନ ଶାଖା କେନ୍ଦ୍ରୀୟ ସଂଚାର ବ୍ୟୁରୋ (ସିବିସି) କୁ ସକ୍ଷମ ଏବଂ ସଶକ୍ତ କରିବା ନିମନ୍ତେ ଏକ "ଡିଜିଟାଲ ବିଜ୍ଞାପନ ନୀତି, ୨୦୨୩" କୁ ଅନୁମୋଦନ କରିଛି ।
ବିକଶିତ…