ଆଗାମୀ ୧୫ରୁ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଆରମ୍ଭ, କଲେଜକୁ ଅର୍ଥ ଯୋଗାଇଦେବେ ସରକାର
ଭୁବନେଶ୍ୱର: ରାଜ୍ୟ ସରକାର କ୍ରୀଡ଼ା, ସଂସ୍କୃତି, ସାମାଜିକ କ୍ଷେତ୍ରରେ ଯୁବ ବର୍ଗ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ “ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ” (ଆର.ୱାଇ.ଡି.ପି.) ଅଧୀନରେ ଏକ ନୂତନ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ଯୁବ ବର୍ଗ/ ଛାତ୍ରଛାତ୍ରୀଙ୍କ ମଧ୍ୟରେ…