ପାଣି ପିଅ , ଓଜନ କମାଅ
ନୂଆଦିଲ୍ଲୀ : ଆଜିକାଲିକା ସମୟରେ ଓଜନ ବୃଦ୍ଧି ଲୋକଙ୍କ ପାଇଁ ମୁଖ୍ୟ ସମସ୍ୟା ପାଲଟିଛି । ଏଥିରୁ ମୁକ୍ତି ପାଇବାକୁ କିଏ ଡାଏଟ୍ ରେ ରହୁଛି ତ ଆଉ କିଏ ଜିମ୍ ଯାଉଛି । କିନ୍ତୁ ଆସନ୍ତୁ ଜାଣିବା ଘରୋଇ ଉପାୟରେ ଏହାକୁ କିପରି ନିୟନ୍ତ୍ରଣରେ ରଖିପାରିବା । ସୁସ୍ଥ ରହିବାକୁ ଦିନକୁ ଅତିକମ୍ରେ…