ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନ ତ୍ୱରାନ୍ୱିତ କରିବାକୁ ବ୍ୟାଙ୍କଗୁଡ଼ିକୁ ରାଜ୍ୟ ସରକାରଙ୍କ ଅନୁରୋଧ
ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଧାର୍ଯ୍ୟ ଲକ୍ଷ୍ୟ ହାସଲ କରିବାକୁ ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଋଣ ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ରାଜ୍ୟ ସରକାର ବ୍ୟାଙ୍କଗୁଡ଼ିକୁ ଅନୁରୋଧ କରିଛନ୍ତି। ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ଜଣାପଡ଼ିଛି ଯେ ମିଶନ ଶକ୍ତି ବିଭାଗ ୧୫…