ଟ୍ରାଫିକ୍ ଜାମରୁ ବର୍ତ୍ତିବା ପାଇଁ ନଈରେ ଗାଡ଼ି ଚଲାଇଲେ ଡ୍ରାଇଭର
ନୂଆଦିଲ୍ଲୀ,: ଖ୍ରୀଷ୍ଟମାସ ଏବଂ ନୂଆବର୍ଷ ଉପଲକ୍ଷେ ପାହାଡି ରାଜ୍ୟ ହିମାଚଳ ପ୍ରଦେଶରେ ବିପୁଳ ପର୍ଯ୍ୟଟକଙ୍କ ସମାଗମ ହେତୁ ଭୀଷଣ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହୋଇଛି । ଏଭଳି ସ୍ଥିତିରେ ଭିଡ଼ରୁ ବଞ୍ଚିବା ପାଇଁ ଜଣେ ଡ୍ରାଇଭର ନଈ ଭିତରେ କାର ନେବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ।…