ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ : ନୀଳାଦ୍ରି ମହୋଦୟ ଗ୍ରନ୍ଥ (ଅଷ୍ଟମ ଅଧ୍ୟାୟ-୨)
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରରେ ପ୍ରଚଳିତ ଏକ ଅମୂଲ୍ୟ ଗ୍ରନ୍ଥ ହେଉଛି ନୀଳାଦ୍ରି ମହୋଦୟ। ଏଥିରେ କେବଳ ମହାପ୍ରଭୁଙ୍କର ପୂଜା ବିଧି ଓ ରୀତିନୀତି ବର୍ଣ୍ଣିତ ହୋଇନାହିଁ ଏହା ଶ୍ରୀମନ୍ଦିର ଓ…