Latest Odisha News

BREAKING NEWS

Yearly Archives

2023

ଜେଟ୍ ଏୟାରଓ୍ବେଜର ବରିଷ୍ଠ କର୍ମଚାରୀ ମଶା କଏଲ କମ୍ପାନୀ ଦ୍ବାରା ଦରମା ପାଉଥିଲେ: ଇଡି

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜେଟ୍ ଏୟାରଓ୍ବେଜ ମାମଲାରେ ଦାଖଲ କରିଥିବା ଚାର୍ଜସିଟରେ କହିଛି ଯେ ଜେଟ୍ ଏୟାରଓ୍ବେଜ (ଇଣ୍ଡିଆ) ଲିମିଟେଡ୍ (ଜେଆଇଏଲ୍)ର କିଛି ବରିଷ୍ଠ କର୍ମଚାରୀଙ୍କ ଦରମା ଏକ ମଶା କଏଲ ତିଆରି କମ୍ପାନୀ ବା ସଂସ୍ଥା ଦ୍ୱାରା ପ୍ରଦାନ କରାଯାଇଥିଲା। ଏହି…

ଆସନ୍ତା ୨୦ରେ ୨ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ଵର: ଆସନ୍ତା ନଭେମ୍ବର ୨୦ ତାରିଖରେ ୨ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦ୍ଵିତୀୟ ଥର ପାଇଁ ଜନ୍ମମାଟି ରାଇରଙ୍ଗପୁର ଗସ୍ତରେ  ଆସିବେ ମହାମହିମ । ଏନେଇ ସୂଚନା ଦେଇଛନ୍ତି ବିଧାୟକ ନବଚରଣ ମାଝୀ ଓ ରାଜ୍ୟ ବିଜେପି ସମ୍ପାଦକ ନବୀନ କୁମାର ରାମ । ତେବେ…

ସହକାରୀ ଯନ୍ତ୍ରୀଙ୍କ ଘରୁ ବାହାରିଲା କୁବେର ଭଣ୍ଡାର: ଟଙ୍କା ଆଉ ପ୍ଲଟ ଦେଖି ଭିଜିଲାନ୍ସ ଟିମ ଜଳକା

କଟକ : ଆସିଷ୍ଟାଣ୍ଡ ଇଞ୍ଜିନିୟରଙ୍କ ଘରୁ ବାହାରିଲା ପୁଳା ପୁଳା ଟଙ୍କା ଆଉ ଏକାଧିକ ପ୍ଲଟ । ଏତେ ସମ୍ପତ୍ତି ଦେଖି ଭିଜିଲାନ୍ସ  ବି ଟେରା । ଆଜି ସକାଳୁ କଟକ ଜିଲ୍ଲା ସାଲେପୁର RW ସଵ ଡିଭିଜନ ସହକାରୀ ଯନ୍ତ୍ରୀ ଅର୍ଜ୍ଜୁନ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରାଯାଇଥିଲା । ଆୟ ବହିର୍ଭୂତ…

ଗ୍ରନ୍ଥାଗାର ସପ୍ତାହ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର : ଓଡ଼ିଶା ଲାଇବ୍ରେରୀ ଏକାଡେମୀ ପକ୍ଷରୁ ଗ୍ରନ୍ଥାଗାର ସପ୍ତାହ ପାଳନ ନିମନ୍ତେ ରାଜ୍ଯ ଗ୍ରନ୍ଥାଗାରର କର୍ମଚାରୀମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଭାସୀ ମାଧ୍ୟ୍ୟମରେ ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜ୍ଯ…

ଜଳ ଜୀବନ ମିଶନ ଦୁର୍ନୀତି ମାମଲା: ମନି ଲଣ୍ଡରିଂ ମାମଲାରେ ରାଜସ୍ଥାନର ୨୫ଟି ସ୍ଥାନରେ ଚଢଉ

ଜୟପୁର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରାଜସ୍ଥାନର ୨୫ରୁ ଅଧିକ ସ୍ଥାନରେ ଚଢାଉ କରିଛି। ସୂତ୍ରରୁ ପ୍ରକାଶ ଯେ ରାଜସ୍ଥାନରେ ଆଇଏଏସ୍ ଅଧିକାରୀଙ୍କ ସ୍ଥାନ ସମେତ ମୋଟ ୨୫ଟି ସ୍ଥାନରେ ଏହି ଚଢଉ କରାଯାଉଛି। ଜଳ ଜୀବନ ମିଶନ ଦୁର୍ନୀତିରେ ମନି ଲଣ୍ଡରିଂ ମାମଲାରେ ଏହି ଚଢାଉ କରାଯାଉଛି। ଯେଉଁ…

ମହାଦେବ ଆପ୍ ବେଟିଂ ମାମଲାରେ ଛତିଶଗଡ଼ରୁ ୫ କୋଟି ଟଙ୍କା ଜବତ

ରାୟପୁର: ଗୁରୁବାର ଦିନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରାୟପୁରର ଏକ ହୋଟେଲରେ ପାର୍କିଂ ହୋଇଥିବା ଏକ ଗାଡିରୁ ୫ କୋଟି ଟଙ୍କା ଜବତ କରିଛି। ଏହି ଜବତ ବେଳେ ବହୁଚର୍ଚ୍ଚିତ ମହାଦେବ ଆପ୍ ବେଟିଂ ମାମଲାର ଲିଙ୍କ୍ ସାମ୍ନାକୁ ଆସିଛି। ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର…

ହାଇସ୍କୁଲରେ ଖାଲିଥିବା ୭୫୪୦ ଶିକ୍ଷକ ପଦବୀ ପୂରଣ ପାଇଁ ଶେଷ ପର୍ଯ୍ୟାୟରେ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା

ଭୁବନେଶ୍ଵର: ରାଜ୍ୟରେ ସରକାରୀ ହାଇସ୍କୁଲମାନଙ୍କରେ ୭୫୪୦ ଗୋଟି ବର୍ଗର ଶିକ୍ଷକ ପଦବୀ ପୂରଣ ପାଇଁ ଓଡିଶା ଷ୍ଟାଫ ସିଲେକ୍ସନ କମିଶନ ମାଧ୍ୟମରେ ଚୟନ ପ୍ରକ୍ରିୟା ଚାଲୁଅଛି । ଉକ୍ତ ଚୟନ ପ୍ରକ୍ରିୟା ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ଉପନୀତ । ଚୂଡାନ୍ତ ତାଲିକା ପ୍ରସ୍ତୁତ ପୂର୍ବରୁ ବିଭିନ୍ନ ଲିଖିତ…

‘ୱାର୍ଲଡ ଫୁଡ ଇଣ୍ଡିଆ ୨୦୨୩’ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନ ଭାରତ ମଣ୍ଡପମରେ ‘ୱାର୍ଲଡ ଫୁଡ ଇଣ୍ଡିଆ ୨୦୨୩’ ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି । ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରଣାଳୟ ପକ୍ଷରୁ ଏହି ତିନି ଦିନିଆ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏହାର ଉଦ୍ଦେଶ୍ୟ ହେଉଛି ଭାରତର…

ଓଡିଶାରେ ଟିମ୍ କୋରିଆ : ଅର୍ଥନୈତିକ ସହଯୋଗ ଉପରେ ଆଲୋଚନା , ଆସିପାରେ ନିବେଶ !

ଭୁବନେଶ୍ୱର : ଓଡିଶାରେ ଟିମ୍ କୋରିଆ । ଆଗକୁ ଓଡିଶାରେ କୋରିଆର ନିବେଶ ସମ୍ଭାବନା ରହିଛି । ଏନେଇ କୋରିଆ ଦୂତାବାସର ବାଣିଜ୍ୟିକ ପରାମର୍ଶଦାତା ଶ୍ରୀ ସଙ୍ଗଜୋଙ୍ଗ ସି ଏଚ୍ ଓ କହିଛନ୍ତି, ମୁଁ ନିଶ୍ଚିତ ଯେ ଆଇଟି, ନବୀକରଣ ଯୋଗ୍ୟ, ଅଙ୍ଗାରକାମ୍ଳ ବିହିନ, ବ୍ୟାଟେରି ଚାଳିତ ଯାନ, ବିମାନ ଚଳାଚଳ…