୨୬ତମ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ: ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି
ଭୁବନେଶ୍ବର : ଆଜି ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି ରଘୁବର ଦାସ। ହାଇକୋର୍ଟର ମୁଖ୍ୟ ବିଚାରପତି ରାଜଭବନରେତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ । ଶପଥ…