ଉଦଯାପିତ ହେଲା ଚୁଡାଖାଇ ଡଙ୍ଗର ଲୋକ ମହୋତ୍ସବ ୨୦୨୩
ସୋନପୁର: ଉଦଯାପିତ ହୋଇଛି ସୁବର୍ଣ୍ଣପୁର ଜିଲ୍ଲା ତରଭା ପ୍ରସିଦ୍ଧ ଚୁଡାଖାଇ ଡଙ୍ଗର ଲୋକ ମହୋତ୍ସବ ୨୦୨୩ । ପ୍ରଥମ ସଂଧ୍ୟା ଭଳି ଶେଷ ସଂଧ୍ୟା ମଧ୍ୟ ଥିଲା ରଙ୍ଗୀନ । ଲୋକଗୀତ ଓ ଲୋକନୃତ୍ୟରେ ଦୁଲୁକିଥିଲା ଚୁଡାଖାଇ ମଣ୍ଡପ । ଏକ ରଙ୍ଗାରଙ୍ଗ ପରିବେଶ ସହ ରଙ୍ଗୀନ ଆଲୋକମାଳାରେ ବେଶ ଝଲସିଥିଲା…