ଆରପାରିରେ ସ୍ବାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲିକ: ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ଚାଟରାଚକୋଡା ପଞ୍ଚାୟତ ହଳଦୀବସନ୍ତ ଗାଁର ଶତାୟୁ ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲିକ । ଗତକାଲି ୧୦୩ ବୟସରେ ତାଙ୍କର ପରଲୋକ ଘଟିଛି । ୧୯୨୯ ମସିହାରେ ଜନ୍ମଗ୍ରହଣ କରିଥିଲେ ସ୍ଵର୍ଗତଃ ମଲିକ । ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ…