ପରଲୋକରେ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନା
ବ୍ରହ୍ମଗିରି: ପରଲୋକରେ ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନା । ବ୍ରହ୍ମଗିରିର ପୂର୍ବତନ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ଥିଲେ ଅଜୟ । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କର ମୃତ୍ୟୁ ଘଟିଛି।
ବିଜୁ ଜନତା ଦଳରୁ…