Latest Odisha News

BREAKING NEWS

Yearly Archives

2023

ସାଥୀଙ୍କ ନିକଟରୁ ଅଲଗା ହେଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିୟା

ରୋମ: ଇଟାଲୀର ପ୍ରଧାନମନ୍ତ୍ରୀ ଜିୟୋର୍ଜିୟା ମେଲାନୀ ତାଙ୍କ ପତ୍ରକାର ସାଥୀ ଆଣ୍ଡ୍ର‌୍ୟୁ ଜିିଓମ୍ବ୍ରୁନୋଙ୍କଠାରୁ ବିଧିବଦ୍ଧ ଭାବେ ଅଲଗା ହୋଇଛନ୍ତି । ଫଳରେ ୧୦ ବର୍ଷର ସମ୍ପର୍କ ଏବେ ଚ୍ଛିନ୍ନ ହୋଇଛି । ୪୬ ବର୍ଷୀୟର ମେଲାନୀ କିଛି ଦିନ ତଳେ ଅବଶ୍ୟ ଏ ସମ୍ପର୍କରେ ସୂଚନା ଦେଇଥିଲେ । ଆମ ରାସ୍ତା…

ଶ୍ରୀ ଶ୍ରୀ ଜଗନ୍ନାଥ ନାମ ସଂକୀର୍ତ୍ତନ ଲୋକକଳା ପରିଷଦର ସାଙ୍ଗଠନିକ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ଶ୍ରୀ ଶ୍ରୀ ଜଗନ୍ନାଥ ନାମ ସଂକୀର୍ତ୍ତନ ଲୋକକଳା ପରିଷଦ ଆନୁକୂଲ୍ୟରେ ଗଜପତି ମହାରାଜା ଶ୍ରୀ ଶ୍ରୀ ଦିବ୍ୟସିଂହ ଦେବଙ୍କ ଉପସ୍ଥିତିରେ ଶ୍ରୀ ଜଗନ୍ନାଥ ଚେତନା ସମାରୋହରେ ଉତ୍କଳ ମଣ୍ଡପରେ ପରିଷଦର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରାୟ ୫ ହଜାର…

ୱାଇଡ ବଲ ନ ଦେଇ ଚର୍ଚ୍ଚାରେ ଅମ୍ପାୟର ରିଚାର୍ଡ କ୍ୟାଟେଲବର

ପୁଣେ: ବିଶ୍ୱକପ କ୍ରିକେଟରେ ଗୁରୁବାର ଭାରତ ବିରାଟ କୋହଲିଙ୍କ ଶତକ ବଲରେ ବାଂଲାଦେଶକୁ ସହଜରେ ପରାସ୍ତ କରିଛି । ଏହି ମ୍ୟାଚରେ କୋହଲି ବ୍ୟାଟିଂ କରୁଥିବା ବେଳେ ଅମ୍ପାୟର ରିଚାର୍ଡ କ୍ୟାଟେଲବରଙ୍କ ଏକ ନିଷ୍ପତି ଚର୍ଚ୍ଚାର କାରଣ ସାଜିଛି । ୪୧ ଓଭର ଶେଷ ବେଳକୁ ଭାରତ ୩ ୱିକେଟ ବିନିମୟରେ ୨୫୫ ରନ…

ସେବାୟତ କୂଳର ନିଆରା ପରମ୍ପରା, ଶିବଙ୍କ ଭଳି ବରପ୍ରାପ୍ତି ଉଦ୍ଦେଶ୍ୟରେ ପୂଜା କରନ୍ତି ‘ନେତପିଲା’

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ଶ୍ରୀକ୍ଷେତ୍ରର ସଂସ୍କୃତି ଓ ପରମ୍ପରା । ପୁରୀ ସେବାୟତ ସମ୍ପ୍ରଦାୟର ନେତପିଲା ହେଉଛି ଏକ ବିଶେଷ ପର୍ବ। ଶହ ଶହ ବର୍ଷର ପୁରୁଣା ଏହି ପର୍ବ। 'ନେତପିଲା' ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରର ପ୍ରତିଟି ସେବାୟତ ପରିବାରରେ ଏହା ପାଳନ ହୋଇ ଆସୁଛି । ଶାରଦୀୟ…

ଅଧିକ ପାଣି ପିଉଛନ୍ତି କି? ଯାଇପାରେ ଜୀବନ! ଜାଣନ୍ତୁ ଦିନକୁ ପିଇବେ କେତେ ପାଣି…

ଭୁବନେଶ୍ବର: ଅତ୍ୟଧିକ ପାଣି ପିଉଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ। କାରାଣ ଏହା ଦ୍ବାରା ଅସୁବିଧାରେ ପଡିପାରନ୍ତି ଆପଣ । ହୋଇପାରେ ଆପଣକୁ ଏହି ରୋଗ । ଆଉ ଯାଇପାରେ ଜୀବନ। ଆପଣ ଜାଣିଥିବେ, ପାଣି ପିଇବା ଶରୀର ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କିନ୍ତୁ ଅତ୍ୟଧିକ ପାଣି ପିଇବା ମଧ୍ୟ…

ଜନ୍ମମାଟିରେ ଓଡିଆ ପୁଅ କିଶୋର ଜେନାଙ୍କୁ ଭବ୍ୟ ସ୍ବାଗତ: ମହାପ୍ରଭୂଙ୍କୁ ଦର୍ଶନ ସହ କଲେ ଆଶିଷ ଭିକ୍ଷା

ପୁରୀ: ଶ୍ରୀକ୍ଷେତ୍ର ମାଟିରେ ଜାଭଲିନ ଥ୍ରୋରେ ରୌପ୍ୟ ପଦକ ହାସଲ କରିଥିବା ଓଡିଆ ପୁଅ କିଶୋର ଜେନା । ଆଜି ଶ୍ରୀକ୍ଷେତ୍ର ମାଟିରେ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ତଥା ପୁରୀର ଅଗଣିତ କ୍ରୀଡା ପ୍ରେମୀ ଓ ସଂଗଠକ ମାନଙ୍କ ପକ୍ଷରୁ କିଶୋରଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ପରେ ମହାପ୍ରଭୁ…

ମାଁ ସୁରେଶ୍ୱରୀଙ୍କ ବଗଲାମୁଖି ବେଶ

https://youtu.be/_gZuqKlpFuU ସୁବର୍ଣ୍ଣପୁର: ଆଜି ଆଶ୍ୱୀନ ମାସ ଷଷ୍ଠୀ ତିଥି । ସୁବର୍ଣ୍ଣପୁର ଇଷ୍ଟଦେବୀ ମାଁ ସୁରେଶ୍ୱରୀ ଆଜି ବଗଲାମୁଖୀ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି । ଗତ କାଲି ଭୁବନେଶ୍ଵରୀ ବେଶରେ ଦର୍ଶନ ଦେଇଥିବା ବେଳେ ଆଜି ବଗଲାମୁଖୀ ବେଶ ଧାରଣ କରିଛନ୍ତି । ସବୁ…

ମାଁ ଲଙ୍କେଶ୍ୱରୀଙ୍କ ପୀଠରେ ଦଶହରା ମହା ଆଳତୀ

ସୋନପୁର: ଜୁନାଗଡ଼ ସହର ଓ ଆଖପାଖ ଅଞ୍ଚଳର ପ୍ରତ୍ୟକ ଶକ୍ତି ପୀଠରେ ଦଶହରା ପୂଜା ଚାଲିଥିବା ବେଳେ ସବୁ ପୂଜା ମଣ୍ଡପରେ ବେଶ ଜାକଜମକରେ ଜଗତ ଜନନୀ ମା ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଛି। ଏହିସବୁ ପୀଠ ଓ ମଣ୍ଡପ ମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ ବଢ଼ିବାରେ ଲାଗିଥିବା ଦେଖିବାକୁ ମିଳୁଛି । ମହାନଦୀ…

ଚିକମିକ ଆଲୁଅ ରେ ଝଲସୁଛି ଖଡ଼ିଆଳ, କୋଲକାତା କାଳୀ ମନ୍ଦିର ଭ୍ରମ ସୃଷ୍ଟି କରୁଛି ତୋରଣ

ନୂଆପଡା: ଆସିଛି ପାର୍ବଣ,  ମାଁ ଙ୍କ ଆଗମନ ରେ ଚଳଚଞ୍ଚଳ ଗାଁ ଠୁ ସହର । ଧରା ଅବତରଣ କରି ପୂଜା ପାଉଛନ୍ତି ଦୁର୍ଗତିନାସିନୀ ମହିଷାମର୍ଦ୍ଦିନୀ ମା’ ଦୁର୍ଗା । ଏହି ପରିପ୍ରେକ୍ଷୀରେ ରେ ନୂଆପଡା ଜିଲ୍ଲା ଖଡ଼ିଆଳ ସହରରେ ଜମୁଛି ଦୂର୍ଗାପୁଜା । ନବ ରାତ୍ର ଦୁର୍ଗା ପୂଜାରେ ମାଁ ଙ୍କ ନଅ ରୂପ…

ରାଜ୍ୟ ସରକାରଙ୍କ ଦଶହରା ଭେଟି: ୪% ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ଵର: ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି ଦେଲେ ରାଜ୍ୟ ସରକାର । ରାଜ୍ୟ ସରକାରୀ କର୍ମଚାରୀଙ୍କର ୪% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ…