ଏମ୍ସ ଭୁବନେଶ୍ୱରରେ ବିଶ୍ୱ ଆର୍ଥ୍ରାଇଟିସ୍ ଦିବସ ପାଳନ
ଭୁବନେଶ୍ୱର: ଆଜି ଭୁବନେଶ୍ୱର ଏମ୍ସରେ ବିଶ୍ୱ ଆର୍ଥ୍ରାଇଟିସ୍ ଦିବସ ପାଳନ ହୋଇଛି । ଏହି ଅବସରରେ ଆୟୋଜିତ ଏକ ଜନସଚେତନତା କାର୍ଯ୍ୟକ୍ରମରେ ଡାକ୍ତର ବିଶ୍ବାସ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟଙ୍କ ସହିତ ସିଧାସଳଖ ଆଲୋଚନା କରିଛନ୍ତି। ଏମ୍ସ ଭେଷଜ ବିଭାଗ ପକ୍ଷରୁ ଏଭଳି ରୋଗୀଙ୍କ ନିମନ୍ତେ ଏକ…