ବାଲେଶ୍ବରରେ ଗ୍ୟାସ୍ ଟାଙ୍କି ଫାଟି ଭୟଙ୍କର ବିସ୍ଫୋରଣ : ଦୁଇ ଗୁରୁତର, ମେଡିକାଲରେ ଭର୍ତ୍ତି
ବାଲେଶ୍ବର: ବାଲେଶ୍ୱର ଜିଲ୍ଲା ନରସିଂହପୁର ପଞ୍ଚାୟତ ପୁରୁଣା ଗାଁରେ ଅଘଟଣ । ଆଜି ମଧ୍ୟାହ୍ନରେ ଏକ ଗ୍ୟାସ୍ ଟାଙ୍କି ଫାଟି ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ଜଣେ ପୁରୁଷ ଓ ଜଣେ ମହିଳା ଗୁରୁତର ହୋଇଥିବା ଜଣାଯାଇଛି। ସେମାନଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା…