ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ : ଭିଜିପାରେ ଦଶହରା !
ଭୁବନେଶ୍ବର: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟଟି କାଳକ୍ରମେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଉତ୍ତର ପଶ୍ଚିମ ଦିଗକୁ ଗତି କରି ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ୨୦ ତାରିଖ ସୁଦ୍ଧା ଏହା ଲଘୁଚାପର ରୂପ…