ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ଆଇଏମଡିର ସତର୍କ ସୂଚନା
ଭୁବନେଶ୍ୱର:ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡଘଡି ସହ ବର୍ଷା ସମ୍ଭାବନା ଥିବା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ ।
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସୂଚନା ଦେଇ କହିଛି,…