ଅପରେସନ୍ ଅଜୟ: ଦ୍ବିତୀୟ ପର୍ଯ୍ୟାୟରେ ସୁରକ୍ଷିତ ଫେରିଲେ ୨୩୫ ଭାରତୀୟ
ନୂଆଦିଲ୍ଲୀ : ‘ଅପରେସନ ଅଜୟ’ରେ ଇସ୍ରାଏଲରୁ ଦ୍ବିତୀୟ ପର୍ଯ୍ୟାୟରେ ସ୍ବଦେଶ ଫେରିଲେ ଭାରତୀୟ । ଦୁଇ ଶିଶୁଙ୍କ ସମେତ ୨୩୫ ଭାରତୀୟ ନାଗରିକଙ୍କୁ ନେଇ ଏହି ସ୍ବତନ୍ତ୍ର ବିମାନ ଆଜି ସକାଳେ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିଛି । ଗତକାଲି ରାତିରେ ବିମାନଟି ତେଲ ଅଭିଭ ଛାଡିଥିଲା । ବୈଦେଶିକ…