ସୁରକ୍ଷିତ ଭାବେ ଓଡ଼ିଶା ଫେରିବେ ଲାଓସରେ ଫସିଥିବା ଓଡ଼ିଆ ଶ୍ରମିକ, ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଲାଓସ୍ରେ ଓଡ଼ିଆ ଶ୍ରମିକ ଫସିରହିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ। ଓଡ଼ିଆ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ନିଜ ମାଟିକୁ ଫେରାଇ ଆଣିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ସୂଚନା ଅନୁସାରେ ଅଧିକ ରୋଜଗାର କରିବା ଆଶାରେ କେନ୍ଦ୍ରାପଡା…