ଡି କକଙ୍କ ଶତକ, ଅଷ୍ଟ୍ରେଲିଆ ସମ୍ମୁଖରେ ୩୧୨ ରନର ଲକ୍ଷ୍ୟ ରଖିଲା ଦକ୍ଷିଣ ଆଫ୍ରିକା
ଲକ୍ଷ୍ନୌ: ଚଳିତ ବିଶ୍ୱକପ କ୍ରିକେଟରେ ଗୁରୁବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ ଦକ୍ଷିଣ ଆଫ୍ରିକା ୩୧୨ ରନର ବିଜୟ ଲକ୍ଷ୍ୟ ଅଷ୍ଟ୍ରେଲିଆ ସମ୍ମୁଖରେ ରଖିଛି । ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା କ୍ୱିଂଟନ ଡି କକଙ୍କ ୧୦୯ ରନ ସହାୟତାରେ ୭ ୱିକେଟ ବିନିମୟରେ ୩୧୧ ରନ ସଂଗ୍ରହ…