ପୁରୀରେ ନୂଆବର୍ଷ ପ୍ରସ୍ତୁତି, ଅଢେଇ ଘଣ୍ଟା ପାଇଁ ଶୋଇବେ ମହାପ୍ରଭୂ
ପୁରୀ: ରାତି ପାହିଲେ ନୂଆବର୍ଷ । ସେଥିପାଇଁ ଚଳଚଞ୍ଚଳ ହେଲାଣି ଶ୍ରୀକ୍ଷେତ୍ର । ଜଗନ୍ନାଥ ଦର୍ଶନ ସହ ବେଳାଭୂମି ସ୍ନାନ ପାଇଁ ଶ୍ରୀକ୍ଷେତ୍ରରେ ଜମିଛି ପର୍ଯ୍ୟଟକଙ୍କ ଭିଡ । ଭିଡ଼କୁ ଦୃଷ୍ଟିରେ ରଖି ପୋଲିସ ତରଫରୁ ବ୍ୟାପକ ପ୍ରସ୍ତୁତି ସହ ସରିଛି ରୋଡମ୍ୟାପ୍ । ୯୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ…