ନୂଆବର୍ଷରୁ ନୂଆ ନିୟମ: ଶ୍ରୀମନ୍ଦିରକୁ ପ୍ରବେଶ ବେଳେ ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧିବେ ଭକ୍ତ
ପୁରୀ: ନୂଆ ବର୍ଷରେ ଶ୍ରୀମନ୍ଦିରରେ ଲାଗୁ ହେବାକୁ ଯାଉଛି ନୂଆ ନିୟମ । ଏଥର ଶ୍ରୀମନ୍ଦିରକୁ ପ୍ରବେଶ କରିବାକୁ ହେବ ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧିବେ ଭକ୍ତ । ନଚେତ୍ ମନ୍ଦିର ମଧ୍ୟକୁ ପ୍ରବେଶ ବାରଣ ରହିଛି । ଆସନ୍ତା ନୂଆବର୍ଷଠାରୁ ଏହି ନୂଆ ନିୟମ ଲାଗୁ ହେବାକୁ ଯାଉଛି । ସିଂହଦ୍ଵାରରେ…