ଆଦିତ୍ୟ ବିର୍ଲା ପବ୍ଲିକ୍ ସ୍କୁଲରେ ଆୟୋଜିତ ହେଲା ସାଇବର ସୁରକ୍ଷା କାର୍ଯ୍ୟକ୍ରମ
ଭୁବନେଶ୍ୱର: ଆଦିତ୍ୟ ବିର୍ଲା ପବ୍ଲିକ୍ ସ୍କୁଲରେ ସୋମବାର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ସାଇବର ସୁରକ୍ଷା ଓ ସୁରକ୍ଷା ସଚେତନତା ସମ୍ପର୍କରେ ଅବଗତ କରାଯାଇଛି।
କମିସନରେଟ୍ ପୁଲିସର ଏସିପି ଅଞ୍ଜନା ଟୁଡୁଙ୍କ ନେତୃତ୍ୱରେ ଏକ ଟିମ୍ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ…