ଉର୍ମାଗଡ଼ ଜଳପ୍ରପାତରେ ଖସିପଡ଼ି ଦଶମ ଶ୍ରେଣୀ ଛାତ୍ର ନିଖୋଜ
ଫୁଲବାଣୀ: କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ପର୍ଯ୍ୟଟନ ସ୍ଥଳୀ ଉର୍ମାଗଡ଼ ଜଳପ୍ରପାତରେ ଖସିପଡ଼ି ଜଣେ ଛାତ୍ର ନିଖୋଜ ହୋଇଯାଇଛନ୍ତି। ନିଖୋଜ ଛାତ୍ର ଜଣକ ହେଲେ କଟ୍ରିଙ୍ଗିଆ ପଞ୍ଚାୟତ ନାକଡ଼ିସରୁ ଗ୍ରାମର ଲିଙ୍ଗା ବେହେରାଙ୍କ ପୁଅ ରାଖଲ ବେହେରା (୧୫)। ସେ ଆଦର୍ଶ ବିଦ୍ୟାଳୟର ଦଶମ…