ଆଦିମାତା ମଠର ପ୍ରତିଷ୍ଠାତା ବାବା ପ୍ରହଲ୍ଲାଦ ଦାସଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ରାହଣ ପଞ୍ଚାୟତର କୋଷିଦା ବରଗୁଡ଼ିପଡ଼ା ଗ୍ରାମରେ ଥିବା ଆଦିମାତା ମଠର ପ୍ରତିଷ୍ଠାତା ବାବା ପ୍ରହଲ୍ଲାଦ ଦାସ ଙ୍କୁ ହତ୍ୟା । ଆଜି ମଧ୍ୟାହ୍ନ ସମୟରେ ମଠ ପରିସରରେ ଖାଉଥିବା ବେଳେ ନାରଦିଆ କେଳା ସାହିର ବାନା ଦାସ ନିଶାସକ୍ତ ଅବସ୍ଥାରେ ଏକ…