ମହିଳାଙ୍କ ଦକ୍ଷତା ବିକାଶରେ ଯୋଡ଼ା ହେଲା ନୂଆ ଫର୍ଦ୍ଦ, ଉତ୍କର୍ଷ ହେବ ମହିଳା ଓ ଶିଶୁ ବିକାଶ ତାଲିମ କେନ୍ଦ୍ର
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ମହିଳା ଓ ଶିଶୁ ବିକାଶ ତାଲିମ କେନ୍ଦ୍ର (ଗୃହ ଅର୍ଥନୀତି ତାଲିମ କେନ୍ଦ୍ର) ରେ ଅନୁଷ୍ଠିତ ବୈଠକ। ଏହି ବୈଠକରେ ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀ, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତରାଜ ପ୍ରତିଷ୍ଠାନ ସହ ମହିଳା ଓ ଶିଶୁ ବିକାଶ ବିଭାଗର ବୁଝାମଣା ପତ୍ର…