Latest Odisha News

BREAKING NEWS

Yearly Archives

2023

ଉପାନ୍ତର ଗୌରବ ଗୁପ୍ତେଶ୍ଵର: ମାତ୍ର ୨୬ବର୍ଷ ବୟସରେ IIT ଖଡଗପୁରରୁ ଡକ୍ଟରେଟ ସମ୍ମାନରେ ସମ୍ମାନିତ

ନୂଆପଡା: କଥାରେ ଅଛି ଇଛା ଥିଲେ ଉପାୟ ଆପେ ଆସେ ।  ଦୃଢ ଇଛା ଶକ୍ତି ଥିଲେ ଅସମ୍ଭବ ବି ସମ୍ଭବ ହୁଏ  । ଏମିତି କିଛି  ଉଦାହରଣ ସୃଷ୍ଟି କରିଛନ୍ତି ନୂଆପଡା ଜିଲ୍ଲା ଉପାନ୍ତ ଦମାପଲା ଗାଁର ୨୬ ବର୍ଷୀୟ ଯୁବକ ଗୁପ୍ତେଶ୍ଵର ।  କମ ବୟସ ଓ ଏକ ଗରୀବ ପରିବାରରେ ଶିକ୍ଷା କୁ ପ୍ରାଧାନ୍ୟ ଦେଇ IIT…

ଡଙ୍କି ନା ସାଲାର , କିଏ କରିବ ବକ୍ସ ଅଫିସରେ ରାଜ୍ ?

ମୁମ୍ବାଇ: ଦୀର୍ଘ ଦିନର ଅପେକ୍ଷାର ଅନ୍ତ ଘଟିଛି। ଆଜି ବଡ ପରଦାରେ ରିଲିଜ ହୋଇଛି ସୁପରଷ୍ଟାର ପ୍ରଭାସଙ୍କ ଅଭିନୀତ ସାଲାର ଫିଲ୍ମ । ଏଇ ଗୋଟିଏ ସପ୍ତାହରେ ହଲ୍‌କୁ ଆସିଲା ୨୦୨୩ ବର୍ଷର ଦୁଇଟି ବଡ଼ ବଲିଉଡ୍ ସିନେମା। ଗତକାଲି ବଲିଉଡ୍ ସୁପରଷ୍ଟାର ଶାହରୁଖ୍‌ ଖାଁଙ୍କ ‘ଡଙ୍କି’ ରିଲିଜ୍‌…

କାହିଁକି ଗିରଫ ହେଲେ ବିଗ୍ ବସ୍ ସିଜନ-୭ ବିଜେତା ?

ମୁମ୍ବାଇ: ରିଆଲିଟି ଶୋ ବିଗ୍ ବସ୍ । ବର୍ତ୍ତମାନ ସମୟରେ ଏହାକୁ ଦେଖିବା ଲୋକଙ୍କ ପାଇଁ ଏକ କ୍ରେଜ୍ ହୋଇଗଲାଣି  । ବହୁତ୍ ସଂଖ୍ୟାରେ ଲୋକ ଏହି ଶୋକୁ ଦେଖୁଛନ୍ତି  । ବିଗ୍ ବସ୍ ତେଲୁଗୁ ସିଜନ୍ ୭ ର ବିଜେତା ହୋଇଥିବା ପଲ୍ଲବୀ ପ୍ରଶାନ୍ତଙ୍କ ଫ୍ୟାନ୍ସଙ୍କ ପାଇଁ ଏକ ଖରାପ ଖବର ରହିଛି ।…

ଘରୋଇ ନର୍ସିଂ ହୋମରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁଁ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ଯାଜପୁର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ଚାଲିଗଲା ମହିଳାଙ୍କ ଜୀବନ l ନର୍ସିଂହୋମ ଘେରିଲେ ପରିବାର ଲୋକେ । ଯାଜପୁର ମାନସାପୋଲ ନିକଟରେ ଓମ ସାଇ ନର୍ସିଂହୋମରେ ଗର୍ଭବତୀ ମହିଳାଙ୍କର ମୃତ୍ୟୁ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି l ମୃତ ମହିଳା ହେଲେ ଯାଜପୁର ଥାନା…

ମୁସଲମାନ ଦେଶରେ ଭଗବାନ ରାମଙ୍କୁ ପୂଜାର୍ଚ୍ଚନା

ମୁମ୍ବାଇ : ଆପଣମାନେ ଇଣ୍ଡୋନେସିଆର ନାଁ ଶୁଣିଥିବେ  । ଏହାର ଜନସଂଖ୍ୟା ପାଖାପାଖି ୨୩ କୋଟି। ଏହା ବିଶ୍ୱର ଚତୁର୍ଥ ବୃହତ୍ତମ ଜନସଂଖ୍ୟା ବିଶିଷ୍ଟ ଦେଶ  । ଏହି ଦେଶରେ ସାଧାରଣତଃ ବହୁସଂଖ୍ୟାରେ ମୁସଲମାନ ସମ୍ପ୍ରଦାୟର ଲୋକ ବସବାସ କରନ୍ତି  । ତେବେ ଆପଣମାନେ ଶୁଣିଲେ ଆଶ୍ଚର୍ଯ୍ୟ ହେବେ, ଏଠାରେ…

ASO ଚୟନ: ମେରିଟ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ

କଟକ: ASO ଚୟନ ମେରିଟ ଲିଷ୍ଟ କାଏମ୍‌ ରଖିଛନ୍ତି ହାଇକୋର୍ଟ । OPSC ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି ବୋଲି କହିବା ସହ ୧୧୦୪ ଜଣଙ୍କ OPSC ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ। ତେବେ ଯେଉଁଠୁ ପ୍ରକ୍ରିୟା ବନ୍ଦ ରହିଥିଲା ସେଠାରୁ ହିଁ ଚାଲୁ ରଖିବାକୁ OPSCକୁ ନିର୍ଦ୍ଦେଶ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯଜ୍ଞ ନେଇ ଆଲୋଚନା, ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ କରାଯିବ ନିମନ୍ତ୍ରଣ

ପୁରୀ: ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଯଜ୍ଞ ନେଇ ଗତକାଲି ସନ୍ଧ୍ୟାରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଯଜ୍ଞ, ସଂକୀର୍ତ୍ତନ ଓ ବେଦପାଠ ପାଇଁ ଗଠିତ ତିନୋଟି ସବକମିଟିର କାର୍ଯ୍ୟ ସମ୍ପର୍କରେ ଆଲୋଚନା କରଯାଇଥିଲା। ଯଜ୍ଞ ପାଇଁ…

ଲୋକାର୍ପିତ ହୋଇଛି ବାଲୁକାଶିଳ୍ପୀ ମାନସ କୁମାର ସାହୁଙ୍କ ବାଲୁକା ପାର୍କ

ପୁରୀ: ଚାଲିଛି ପର୍ଯ୍ୟଟନ ଋତୁ । ପୁରୀ ବେଳାଭୂମିରେ ଲାଗି ରହୁଛି ପର୍ଯ୍ୟଟକଙ୍କ ଭିଡ଼ । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ନିଆରା ପ୍ରୟାସ । ସବୁବର୍ଷ ଭଳି ଚଳିତବର୍ଷ ମଧ୍ୟ ଖ୍ରୀଷ୍ଟମାସ ଉପଲକ୍ଷେ ପୁରୀ ଲାଇଟ୍ ହାଉସ ନିକଟସ୍ଥ ମାନସ ସାହୁ ସ୍ୟାଣ୍ଡ ଆର୍ଟ…

ପଦ୍ମପୁୁରକୁ ଜିଲ୍ଲା ମାନ୍ୟତା ଦେବାକୁ ପ୍ରସ୍ତୁତି ବେଳେ ରାଜ୍ୟ ସରକାରକୁ ହାଇକୋର୍ଟଙ୍କ ଝଟକା

କଟକ: ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦେବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଥିବା ବେଳେ ହାଇକୋର୍ଟ ଏହି ମାମଲାରେ ଦାୟର ଆବେଦନର ଶୁଣାଣି କରି ଏକ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁଥିରେ ହାଇକୋର୍ଟଙ୍କ ବିନା ନିର୍ଦ୍ଦେଶରେ ନୂଆ ଜିଲ୍ଲା ଗଠନ ପାଇଁ ଘୋଷଣା…

ଜାନୁଆରୀ ୧୫ ସୁଦ୍ଧା ଇଣ୍ଡିଆ ମେଣ୍ଟର ହେବ ଆସନ ବୁଝାମଣା: ଜାଣନ୍ତୁ, କାହାକୁ ମିଳିବ କେତେ ଆସନ

ନୂଆଦିଲ୍ଲୀ: ଆସନ ବୁଝାମଣାକୁ ନେଇ ଇଣ୍ଡିଆ ମେଣ୍ଟରେ ଚାଲିଛି ହିସାବକିତାବ । କେଉଁଦଳ କେତେ ଆସନ ପାଇବ ? ଏ ନେଇ ଦ୍ୱନ୍ଦ୍ୱର ଅବସାନ ଜାନୁଆରୀ ତୃତୀୟ ସପ୍ତାହ ଅର୍ଥାତ ଜାନୁଆରୀ ୧୫ ତାରିଖ ବେଳକୁ ସ୍ପଷ୍ଟ ହେବ ।    କଂଗ୍ରେସ ସହଯୋଗୀଙ୍କ ସହ ଆସନ ବୁଝାମଣା ପାଇଁ ୫ ଜଣ ସଦସ୍ୟଙ୍କୁ ନେଇ ଏକ…