ମେଧାବୀ ଝିଅକୁ ହରାଇବା ପରେ ୫ ମାସ ହେଲା ଧାରଣାରେ ବସିଛନ୍ତି ମା’: ମାନବାଧିକାର କମିଶନରଙ୍କୁ ଭେଟି ନ୍ୟାୟ ମାଗିଲେ
ଭୁବନେଶ୍ୱର: ୫ ମାସ ବିତିଲା । ହେଲେ ମେଧାବୀ ଛାତ୍ରୀ ସୌଦାମିନୀ ରଇତାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହେଲାନି । ନ୍ୟାୟ ଦାବି କରି ଜିଲ୍ଲା ପ୍ରଶାସନ ଦ୍ୱାରରେ ୪୬ ଦିନ ଧରି ଧାରଣାରେ ବସିଲେ ମା’ ସୁଜ୍ଞାନୀ ଗମାଙ୍ଗୋ । ଅପମୃତ୍ୟୁ ବୋଲି କହି ଚାପି ଦିଆଯାଇଥିବା ମାମଲା କ୍ରାଇମବ୍ରାଞ୍ଚ…