ଆଉ ଯିବନି ମ୍ୟାଲେରିଆରେ ଜୀବନ; R21 / Matrix-M ଟିକାକୁ WHOର ମଞ୍ଜୁରୀ
ନୂଆଦିଲ୍ଲୀ: ମ୍ୟାଲେରିଆ ନିରାକରଣ ପାଇଁ ପ୍ରସ୍ତୁତ ସିରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଦ୍ଵାରା ପ୍ରସ୍ତୁତ ଟିକାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମଞ୍ଜୁରୀ ପ୍ରଦାନ କରିଛି । ଏନେଇ ସିରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ପକ୍ଷରୁ ସୂଚନା ଦିଆଯାଇଛି। ମ୍ୟାଲେରିଆ ବିରୋଧୀ ଲଢ଼େଇରେ ଭାରତ ପାଇଁ ଏହା ଏକ…