ସୁନ୍ଦରଗଡରେ ଚିନ୍ତା ବଢାଇଲା ସ୍କ୍ରବ୍ ଟାଇଫସ୍ : ୨୪ ଘଣ୍ଟାରେ ପୁଣି ୩ ପଜିଟିଭ ଚିହ୍ନଟ
ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲାର ପିଛା ଛାଡୁନି ସ୍କ୍ରବ୍ ଟାଇଫସ୍ । ଦିନକୁ ଦିନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୩ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୨୯୫କୁ ବୃଦ୍ଧି…