ରାଜନୈତିକ ମୋଡ ନେଉଛି ସହକାରୀ ଜିଲ୍ଲାପାଳଙ୍କ ମୃତ୍ୟୁ ଘଟଣା: ୪ରେ ବିଶାଳ ଆନ୍ଦୋଳନ
ରାଉରକେଲା: ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା ରାଜନୈତିକ ରୂପ ନେଉଛି । ପୋଲିସ ପ୍ରଶାସନ ଏହାକୁ ଆତ୍ମହତ୍ୟା ବୋଲି କହୁଥିବାବେଳେ ପରିବାର ଲୋକେ ସୁସ୍ମିତାଙ୍କୁ ହତ୍ୟା କରାଯାଇଛି ବୋଲି ଅଭିଯୋଗ କରିଛନ୍ତି ।
ସୁସ୍ମିତାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ପାଇଁ…