୩୧୬୦ କୋଟିର ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କଲେ ମଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ବୈତରଣୀ ବାମ ପାର୍ଶ୍ୱ କେନାଲ ସହିତ ହଳଦିଆ ଡ୍ୟାମର ଲୋକାର୍ପଣ କରିଛନ୍ତି ।
ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ୨୮ କି.ମି. ଦୀର୍ଘ ବୈତରଣୀ…