ରାଜଧାନୀରେ ଅଘଟଣ, ପୋଖରୀରେ ବୁଡି ୨ ଛାତ୍ର ମୃତ
ଭୁବନେଶ୍ୱର: ପୋଖରୀପୁଟରେ ଅଘଟଣ। ପୋଖରୀରେ ବୁଡ଼ିଗଲେ ଦଶମ ଶ୍ରେଣୀର ଦୁଇ ଜଣ ଛାତ୍ର। ପୋଖରୀରେ ଗାଧୋଉଥିବା ବେଳେ ସେଥିରୁ ଦୁଇ ଜଣ ବୁଡିଯାଇଥିବା ସୂଚନା ମିଳିଛି। ସେମାନଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି।
ମୃତ…