Latest Odisha News

BREAKING NEWS

Yearly Archives

2023

ମଧ୍ୟପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନାରେ ଜିତିବ କଂଗ୍ରେସ, ମିଜୋରାମରେ ମିଳିବ ସଫଳତା: ରାହୁଲ

ନୂଆଦିଲ୍ଲୀ: ଆଗାମୀ ବିଧାନସଭା ନିର୍ବାଚନକୁ ନେଇ ରାଜନେତାଙ୍କ ମଧ୍ୟରେ ଆରମ୍ଭ ହେଲାଣି ଅଙ୍କ କସା। କିଏ କେଉଁ ଆସନରେ ଜିତିବ ସେନେଇ ଅନୁମାନ ମଧ୍ୟ କଲେଣି ଅନେକ ରାଜନେତା। ଏହାରି ଭିତରେ କଂଗ୍ରେସ ନେତା ତଥା ଦଳର ଲୋକସଭା ସଦସ୍ୟ ରାହୁଲ ଗାନ୍ଧୀ ରବିବାର ରାଜଧାନୀ ଦିଲ୍ଲୀରେ ଏକ କନକ୍ଲେଭ ସମୟରେ…

ଓଡିଶାରେ ଗଡିଲା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ: ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶକୁ ଉପହାର ଦେଲେ ପ୍ରଧାମନ୍ତ୍ରୀ । ଏକାସାଙ୍ଗରେ ଗଡିଲା ୯ଟି ବନ୍ଦେ ଭାରତ ଏକ୍ସପ୍ରେସ । ଆଜି ୯ଟି ରାଜ୍ୟକୁ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନଫେରନ୍ସିଂ ଜରିଆରେ କରାଗଲା ଉଦାଘାଟନ । ଏହି ଉଦଘାଟନ ଅବସରରେ ଦେଶବାସୀଙ୍କୁ ସମ୍ବୋଧନ…

ଚିକିତ୍ସା ଅବହେଳାରୁ ଚାଲିଗଲା ୫ ବର୍ଷ ଶିଶୁ କନ୍ୟାର ଜୀବନ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉତ୍ତେଜନା

ଯାଜପୁର: ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦରରେ ଅଭାବନୀୟ ଘଟଣା। ଏଠାରେ ଚିକିତ୍ସା ଅବହେଳାରୁ ଜଣେ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉତ୍ତେଜନା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ ବରୀ ବ୍ଲକ ଅଲିପୁର ପଞ୍ଚାୟତର ବିରଞ୍ଚି…

୧୦୫ତମ ମନ୍ କି ବାତ୍: ଚନ୍ଦ୍ରଯାନ-୩ ର ସଫଳତା ପରେ ଜି-୨୦ର ଭବ୍ୟ ଆୟୋଜନ ପ୍ରତ୍ୟେକ ଭାରତୀୟଙ୍କ ଖୁସିକୁ ଦ୍ୱିଗୁଣିତ…

ନୂଆଦିଲ୍ଲୀ:୧୦୫ତମ  'ମନ କି ବାତ୍' କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, 'ଆଜିକାଲି ମୁଁ ଦୁଇଟି ବିଷୟ ଉପରେ ଅନେକ ଚିଠି ପାଇଛି - ପ୍ରଥମଟି ହେଉଛି ଚନ୍ଦ୍ରଯାନ -୩ ର ସଫଳ ଅବତରଣ ଏବଂ ଦ୍ୱିତୀୟଟି…

କର୍ଣ୍ଣାଟକ ୧୯ ବର୍ଷରୁ କମ ଟିମରେ ସୁଯୋଗ ପାଇଲେ ରାହୁଲ ଡ୍ରାଭିଡଙ୍କ ପୁଅ ସମିତ

ବାଙ୍ଗାଲୋର: ଭାରତୀୟ ଟିମ ଆସନ୍ତା ମାସରେ ରାହୁଲ ଡ୍ରାଭିଡଙ୍କ ପ୍ରଶିକ୍ଷଣରେ ଦିନିକିଆ ବିଶ୍ୱକପ କ୍ରିକେଟ ଖେଳିବାକୁ ଯାଉଛି । ଇତି ମଧ୍ୟରେ ଡ୍ରାଭିଡଙ୍କୁ ଗୌରବାନ୍ୱିତ କରିବା ଭଳି ଖବର ସମ୍ମୁଖକୁ ଆସିଛି । ଭାରତୀୟ କ୍ରିକେଟର ଦି ୱାଲ ଭାବେ ପରିଚିତ ଡ୍ରାଭିଡଙ୍କ ପୁଅ ସମିତ ୧୯ ବର୍ଷରୁ କମ…

ଆଇସିଏମଆରର ନୂତନ ଷ୍ଟଡିରେ ଖୁଲାସା: ପ୍ରଭାବହୀନ ହେଉଛି ଆଂଟିବାୟୋଟିକ

ମୁମ୍ବାଇ: ଆଇସିଏମଆରର ନୂତନ ଷ୍ଟଡିରେ ଏକ ଚିନ୍ତାଜନକ ତଥ୍ୟ ସମ୍ମୁଖକୁ ଆସିଛି । ନିମୋନିଆ ଓ ସେପ୍ସସିସ ପରି ରୋଗ ପାଇଁ ବ୍ୟବହାର କରାଯାଉଥିବା ଆଂଟିବାୟୋଟିକ ଏବେ ପ୍ରଭାବହୀନ ହେଉଛି । ଆଂଟିବାୟୋଟିକର ଭୂଲ ପ୍ରୟୋଗ ଏହାର ଏକ କାରଣ ଭାବେ ବିବେଚନା କରାଯାଉଛି । ଆଂଟିଭାଇରାଲ ଓ ଆଂଟିଫଂଗଲ ପ୍ରତି…

ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଡ୍ରାଇଭର ଗୁରୁତର

ଭୁବନେଶ୍ଵର: ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଓଭର ବ୍ରିଜ୍ ତଳକୁ ଖସିଲା କାର୍ । କାର ଚାଳକକୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ବମିଖାଲ ସନ୍ତୋଷୀ ମା ମନ୍ଦିର ସମ୍ମୁଖରେ ଘଡିଛି ଏହି ସଡକ ଦୁର୍ଘଟଣା । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…

ଏସିଆନ ଗେମ୍ସ: ଭାରତର ପଦକ ସଂଖ୍ୟା ୫ରେ ପଂହଚିଲା, ମହିଳା କ୍ରିକେଟ ଫାଇନାଲରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ: ଚୀନର ହାଙ୍ଗଝୋଉରେ ଏସିଆନ ଗେମ୍ସ ଆରମ୍ଭ ହୋଇଯାଇଛି । ଭାରତ ସମ୍ପୂର୍ଣ୍ଣ ଷ୍ଟାଇଲରେ ତାର ଅଭିଯାନ ଆରମ୍ଭ କରିଛି । ରିପୋର୍ଟ ହସ୍ତଗତ ହେଲା ବେଳକୁ ଟିମ ଇଣ୍ଡିଆ ୫ଟି ପଦକ ହାସଲ କରିବା ସହ ମହିଳା କ୍ରିକେଟ ଫାଇନାଲରେ ପ୍ରବେଶ କରି ଆଉ ଏକ ମେଡାଲ ନିଶ୍ଚିତ କରିଛି । ୧୦ ମିଟର ଏୟାର…

ବର୍ଷାରେ ଉବୁଟୁବୁ ନାଗପୁର; ଜଳାର୍ଣ୍ଣବ ପୁରା ସହର, ୫ ଜଣଙ୍କର ମୃତ୍ୟୁ

ମହାରାଷ୍ଟ୍ର: ମହାରାଷ୍ଟ୍ର ନାଗପୁରରେ ପ୍ରବଳ ବର୍ଷା। ବର୍ଷା ଯୋଗୁଁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛି । ବସ୍‌ ଡିପୋ ଏବଂ ଘରେ ଲୋକମାନେ ଫସିଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ଏନଡିଆରଏଫ ଟିମ୍‌ ନିୟୋଜିତ ହୋଇଛି । ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫିଡନବିସ୍‌ ନାଗପୁର ସ୍ଥିତି ଉପରେ…

ବିଶ୍ଵ ନଦୀ ଦିବସ: ଗଙ୍ଗାନଦୀ ପୂର୍ବରୁ ଭାରତରେ ବହୁଥିଲା ଏହି ବିଶାଳ ନଦୀ, ଜାଣନ୍ତୁ

ନୂଆଦିଲ୍ଲୀ: ଆଜି ସାରା ବିଶ୍ବ ପାଳୁଛି ନଦୀ ଦିବସ। ପ୍ରାକୃତିକ ଜଳ ଉତ୍ସର ନିରନ୍ତର ମାର୍ଗ ପ୍ରାଚୀନ ନଦୀନାଳ ଗୁଡ଼ିକର ସୁରକ୍ଷା ଓ ଅଧିକାର ପ୍ରତି ମଣିଷ ସମାଜ ସଚେତନ ହେବା ଏକ ଗୁରୁତ୍ଵପୂର୍ଣ୍ଣ ଆବଶ୍ୟକତା ବୋଲି ଉପଲବ୍ଧି କରାଯାଉଛି। ସମଗ୍ର ବିଶ୍ୱରେ ନଦୀଗୁଡିକର ସୁରକ୍ଷା ପାଇଁ ୨୦୦୫ରେ ନଦୀ…