ଏହି ତାରିଖରେ ପଡୁଛି ପୁଅଜିଉନ୍ତିଆ ବ୍ରତ, ଜାଣନ୍ତୁ ଏହି ବ୍ରତ ପାଳନ କଥା
ଭୁବନେଶ୍ଵର: ହିନ୍ଦୁ ଧର୍ମର ଏକ ପ୍ରମୁଖ ଉପବାସ ଓ ପର୍ବ ମଧ୍ୟରେ ପୁଅଜିଉନ୍ତିଆ ବ୍ରତ ଅନ୍ୟତମ ଅଟେ | ସାଧାରଣତଃ ମହିଳାମାନେ ନିଜ ପିଲାମାନଙ୍କ ପାଇଁ ଏହି ଉପବାସ ରଖନ୍ତି | ଅଶ୍ୱିନ ମାସର କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଉଥିବା ଏହି ଉପବାସରେ ମହିଳାମାନେ ଦିନସାରା ନିର୍ଜଠା ଉପବାସ…