‘ବିଜେଡି ସରକାର ବିରୋଧରେ ଚାର୍ଜସିଟ୍ ଦାଖଲ କରିବ କଂଗ୍ରେସ’
ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ ବିଜୁ ଜନତା ଦଳର ସରକାର ସମୟରେ ସବୁ କ୍ଷେତ୍ରରେ ହୋଇଥିବା ଦୁର୍ନୀତି ଓ ଅନିୟମିତତାକୁ ଲୋକଲୋଚନକୁ ଆଣିବା ପାଇଁ କଂଗ୍ରେସ ନେତାମାନେ ବୁଧବାର ନୂଆଦିଲ୍ଲୀରେ ଏକାଠି ହୋଇଛନ୍ତି।
ଏଆଇସିସି ସାଧାରଣ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଏ. ଚେଲ୍ଲାକୁମାର କହିଛନ୍ତି…