ପୁଣି ନାଗାଙ୍କ ପ୍ରେମରେ ସାମନ୍ଥା, ଇନଷ୍ଟାରେ ନାଗାଙ୍କ ସହ ଫଟୋ କଲେ ସେୟାର
ମୁମ୍ବାଇ: ଚାରି ବର୍ଷର ବୈବାହିକ ଜୀବନ ପରେ ଅଲଗା ହୋଇଥିଲେ ଲୋକପ୍ରିୟ ଦକ୍ଷିଣ ଭାରତୀୟ ଦମ୍ପତ୍ତି ନାଗା ଚୈତନ୍ୟ ଓ ସାମନ୍ଥା ରୁଥ୍ ପ୍ରଭୁ । ଅଲଗା ହେବା ପରେ ଦୁହେଁ ଏବେ ନିଜ ନିଜ କାମକୁ ନେଇ ବ୍ୟସ୍ତ ଥିବା ଦେଖିବାକୁ ମିଳିଛି । ଏବେ ଛାଡ଼ପତ୍ରର ୨ବର୍ଷ ପରେ ନାଗା ଓ ସାମନ୍ଥା ପୁଣି ଥରେ…