ଦିଲ୍ଲୀରେ ଲଜ୍ଜା: ୯ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ପରେ କେନାଲରେ ଫିଙ୍ଗିଦେଲେ
ନୂଆଦିଲ୍ଲୀ: ପୁଣି ଦିଲ୍ଲୀକୁ ଲଜ୍ଜା । ଦିଲ୍ଲୀର ସ୍ବରୂପ ନଗରରେ ଜଣେ ୯ ବର୍ଷ ନାବାଳିକାକୁ ଅପହରଣ ପରେ ଦୁଷ୍କର୍ମ । କେବଳ ଏତିକିରେ ଥମିଲାନି ପିଶାଚ । ନିରୀହା ନାବାଳିକାକୁ ହତ୍ୟା କରି କେନାଲରେ ଫୋପାଡି ଦେଇଛି ଅଭିଯୁକ୍ତ ଘରମାଲିକ । ଅପରାଧୀଜଣକ ୫୨ ବର୍ଷ ବୟସ୍କ ହୋଇଥିବା ସୂଚନା ମିଳିଛି ।…