ରାଜ୍ୟରେ ଚିନ୍ତା ବଢାଉଛି ସ୍କ୍ରଵ ଟାଇଫସ ମାମଲା, ବରଗଡରେ ପହଞ୍ଚିଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ
ବରଗଡ଼: ରାଜ୍ୟରେ ବିଷାକ୍ତ କୀଟ କାମୁଡାରେ ଅନେକ ଲୋକଙ୍କ ମୃତ୍ୟୁ ହେବା ଘଟଣା ସାମନାକୁ ଆସିବା ପରେ ଚିନ୍ତାରେ ପଡିଛି ସ୍ଵାସ୍ଥ୍ୟ ବିଭାଗ । ବରଗଡରେ ସ୍କ୍ରଵ ଟାଇଫସ ମାମଲା ଦିନକୁ ଦିନ ବଢିବାରେ ଲାଗିଛି । ଏହାର ସତ୍ୟତା ଅନୁଧ୍ୟାନ ପାଇଁ ଭୁବନେଶ୍ୱରରୁ ତିନିଜଣିଆ ଡାକ୍ତରୀ ଦଳ ବରଗଡ଼ରେ…