ନୂଆ ସଂସଦ ଭବନରେ ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ ରବିବାର ନୂଆ ସଂସଦ ଭବନରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।
ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ଉପସ୍ଥିତିରେ ସେ ନୂଆ ସଂସଦ ଭବନର 'ଗଜ ଦ୍ୱାର' ଉପରେ ପତାକା ଉତ୍ତୋଳନ କରିଛନ୍ତି। ଉଭୟ ବିଶ୍ୱକର୍ମା ପୂଜା ଓ…