ବିନା ଚାପରେ କ୍ୟାରିୟର ଚୟନ କର: କ୍ୟାରିୟର ପ୍ରଦର୍ଶନୀରେ ଛାତ୍ରଛାତୀଙ୍କୁ ପରାମର୍ଶ
ଭୁବନେଶ୍ୱର: ଛାତ୍ରଛାତ୍ରୀ ମାନଙ୍କ ପାଇଁ ଉପଲବ୍ଧ ଅସଂଖ୍ୟ କ୍ୟାରିୟର ବିକଳ୍ପ ଗୁଡିକ ସମ୍ପର୍କରେ ଅବଗତ କରାଇବା ଉଦ୍ଦେଶ୍ୟରେ ଆଞ୍ଚଳିକ ଶିକ୍ଷାନୁଷ୍ଠାନ, ଏନ୍ସିଇଆରଟି, ଭୁବନେଶ୍ୱର ପକ୍ଷରୁ ସେପ୍ଟେମ୍ବର ୧୪ ଓ ୧୫ ତାରିଖରେ ଭୁବନେଶ୍ୱରର ୩ ନମ୍ବର କେନ୍ଦ୍ରୀୟ ବିଦ୍ୟାଳୟରେ କ୍ୟାରିୟର…