ଗାନ୍ଧୀଧାମ-ପୁରୀ ଟ୍ରେନରେ ଚାଞ୍ଚଲ୍ୟ: ଟ୍ରେନରେ ଯାତ୍ରୀଙ୍କ ତଣ୍ଟି କାଟିଲେ ଦମ୍ପତି
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଟିଟଲାଗଡ ରେଳଷ୍ଟେସନ ଗାନ୍ଧୀଧାମ-ପୁରୀ ଟ୍ରେନରେ ଚାଞ୍ଚଲ୍ୟ । ଚଳନ୍ତା ଟ୍ରେନରେ ଦୁଇ ଯାତ୍ରୀଙ୍କ ତଣ୍ଟି କାଟିଦେଲେ ଦମ୍ପତ୍ତି । ଟ୍ରେନରେ କିଛି ଘଟଣାକୁ ନେଇ ଆରମ୍ଭ ହୋଇଥିବା ଗଣ୍ଡଗୋଳ କ୍ରମଶଃ ରକ୍ତପାତର ରୂପ ନେଇଥିଲା । ଯାହାକୁ ନେଇ ଦମ୍ପତ୍ତି ଏକ…