ଦ୍ୱିତୀୟ ଦିିନିକିଆରେ ଭାରତ ୨୧୧ରେ ଅଲଆଉଟ
କ୍ୱେବରାହ: ଏଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୨୧୧ ରନରେ ଅଲଆଉଟ ହୋଇଯାଇଛି । ଟସ ଜିତି ଦକ୍ଷିଣ ଆଫ୍ରିକା ବ୍ୟାଟିଂ କରିବା ପାଇଁ ଭାରତକୁ ଆମନ୍ତ୍ରଣ କରିଥିଲା । ଏହାର ଜବାବରେ ଟିମ ଇଣ୍ଡିଆ ୪୬.୧ ଓଭରରେ ୨୧୧ ରନ କରି ଅଲଆଉଟ ହୋଇ ଯାଇଥିଲା…