ଜୁଆ ଆଡ୍ଡା ଉପରେ ଚଢାଉ: ୭ ଜୁଆଡି ଗିରଫ, ୭୦ ହଜାର ଟଙ୍କା ସହ ୨୪ ଗାଡି ଜବତ
କରଞ୍ଜିଆ: ଚାଲିଥିଲା ଜୁଆ ଖେଳ ଆଉ ମାଡି ବସିଲା ପୋଲିସ । ଜୁଆ ଖେଳ ଚାଲିଥିବାବେଳେ ପୋଲିସ ୭ ଜଣଙ୍କୁ ଗିରଫ କରିଛି । ଏବଂ ନଗଦ ୬୯ ହଜାର ୫୦୦ ଟଙ୍କା ସହ ୨୪ଟି ଗାଡି ଜବତ କରିଛି । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ରରୁଆଁ ଥାନା ଅଞ୍ଚଳରେ । ସୂଚନା ମୂତାବକ…