ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଡେଙ୍ଗୁ, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ବର: ସାରା ରାଜ୍ୟରେ ଡେଙ୍ଗୁର ପ୍ରକୋପ ଅତି ଭୟଙ୍କର ଅବସ୍ଥାରେ ରହିଛି । ଭୁବନେଶ୍ବରରେ କାୟା ବିସ୍ତାର କରିବାରେ ଲାଗିଛି ଡେଙ୍ଗୁ । ଦିନକୁ ଦିନ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ବିଏମସି ପକ୍ଷରୁ ଡେଙ୍ଗୁ ରୋକିବାକୁ ପ୍ରୟାସ ଜାରି ରହିଛି । ତଥାପି ଲୋକେ…