Latest Odisha News

BREAKING NEWS

Yearly Archives

2023

ଚାଲ, ଚନ୍ଦ୍ରର ଖଣି ସମ୍ପତ୍ତି ଚଳୁ କରିବା !

ମାୟାଧର ନାୟକଙ୍କ ସ୍ତମ୍ଭ ‘ଶବ୍ଦ ତୂଣୀର’ ଏବେ ଚନ୍ଦ୍ରରେ ଅମ୍ଳଜାନର ସନ୍ଧାନ ମିଳିଲାଣି ବୋଲି ଚନ୍ଦ୍ରାୟନ-୩ ଜରିଆରେ ‘ଇସ୍ରୋ’ କହୁଛି । ସେଠାକୁ ଯାଇ ଖଣିଖୋଳିଲେ ମୃତ୍ୟୁ ହେବନି । ସେହି ଚନ୍ଦ୍ରର ଦକ୍ଷିଣମେରୁରେ ଗନ୍ଧକ (ସଲଫର), ଆଲୁମିନିୟମ୍‍, କ୍ୟାଲସିୟମ୍‍, ଲୌହ, କ୍ରୋମିୟମ୍‍ ଓ…

କେହି ନିଲାମ ନଧରିବାରୁ ଖୋଲା ବଜାରରେ ବିକ୍ରି ହେଲା ମା’ ତାରିଣୀଙ୍କ ନଡ଼ିଆ

କେନ୍ଦୁଝର: ଖୋଲା ବଜାରରେ ବିକ୍ରି ହେଉଛି ଘଟଗାଁ ମା’ ତାରିଣୀଙ୍କ ନଡ଼ିଆ । କେହି ନିଲାମ ନଧରିବାରୁ ମନ୍ଦିର ପ୍ରଶାସନ ବାଧ୍ୟ ହୋଇ ଏଭଳି ନିଷ୍ପତ୍ତି ନେଇଛି । ଗତକାଲି ଗୋଟିଏ ଦିନରେ  ପ୍ରାୟ ୨ ହଜାର ୯୧୦ଟି ନଡ଼ିଆ ବିକ୍ରି ହୋଇଛି । ଘଟଗାଁରେ ନିଲାମ ନହୋଇ ପଡ଼ିରହିଛି ୧୨ ଲକ୍ଷ ମାନସିକ ନଡ଼ିଆ ।…

ଆଜିଠୁ ବିଜେଡିର ମାଷ୍ଟର ଟ୍ରେନର ତାଲିମ କାର୍ଯ୍ୟକ୍ରମ: ୪ଟି ପର୍ଯ୍ୟାୟରେ ୮୦୦ କର୍ମୀଙ୍କୁ ଦିଆଯିବ ପ୍ରଶିକ୍ଷଣ

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଜେଡିର ମାଷ୍ଟର ଟ୍ରେନର ତାଲିମ କାର୍ଯ୍ୟକ୍ରମ । ପର୍ଯ୍ୟବେକ୍ଷକମାନଙ୍କ ବୈଠକରେ ସୁପ୍ରିମୋ ନବୀନ ପଟ୍ଟନାୟକ କର୍ମୀମାନଙ୍କୁ ପ୍ରଶିକ୍ଷଣ ପାଇଁ ଦେଇଥିବା ନିର୍ଦ୍ଦେଶ ଅନୁସାରେ ଦଳ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛି । ଶଙ୍ଖ ଭବନରେ ଏହି ତାଲିମ…

ଥମୁନି ହାତୀ ଆତଙ୍କ: ହାତୀ ଆକ୍ରମଣରେ ଦୁଇ ବନ କର୍ମଚାରୀ ଗୁରୁତର

ବାରିପଦା: ଥମୁନି ହାତୀ ଆତଙ୍କ  । କେତେବେଳେ ହାତୀ ଆକ୍ରମଣରେ ମଣିଷ ଜୀବନ ଯାଉଛି ତ ଆଉ କେତେବେଳେ ହାତୀ ମୃତ୍ୟୁବରଣ କରୁଛି  । ଆଜି ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବାରିପଦା ବନଖଣ୍ଡ ଅଧିନରେ ଥିବା ବେତନଟୀ ରେଞ୍ଜରେ  । ହାତୀ ଘଉଡାଇବା ବେଳେ ହାତୀ ହାବୁଡରେ ପଡିଛନ୍ତି ଫରେଷ୍ଟର ଓ ଜଣେ…

ଦୂର ହେବ ଶିକ୍ଷକ ଅଭାବ : ନିଯୁକ୍ତ ହେବେ ୨୦ ହଜାର ପ୍ରାଥମିକ ଶିକ୍ଷକ, ୧୩ରୁ ଆବେଦନ କରିବେ ଆଶାୟୀ

ଭୁବନେଶ୍ୱର: ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି  ।  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ ଓସେପା ୱେବସାଇଟ୍‌ରେ…

କବିତା : ଜୀବନ ଯନ୍ତ୍ରଣା

ସାଧନା ପଣ୍ଡା  ରାତ୍ରିର ଜରାୟୁ ରେ ସକାଳ ର ଭ୍ରୁଣ କ୍ରମଶଃ ଉଦଗତ ନେବ ଜନ୍ମ ନବ ରୂପ ଅନିର୍ଦ୍ଦିଷ୍ଟ ଗନ୍ତବ୍ୟ ବଢାଏ ପାଦ କ୍ରମାଗତ ପୃଥିବୀ ତ ବୁଲେନା ଆହ୍ନିକ ଗତିରେ, ସବୁ କିଛି ସ୍ତବ୍ଧ ହୁଏ ପବନ ବି ପଣିକିଆ ଭୁଲେ, ବିଚଳିତ ନିଜ ଅବସ୍ଥିତିରେ….! ନଦୀ ସିନା ବଢଇ ଆଗକୁ…

କେନ୍ଦ୍ରାପଡାରେ ଆତଙ୍କ: ମାଛ ଜାଲରେ ପଡିଲା କୁମ୍ଭୀର, ବନ ବିଭାଗକୁ ହସ୍ତାନ୍ତର କଲେ ମତ୍ସ୍ୟଜୀବୀ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାରେ ଥମୁନି କୁମ୍ଭୀର ଆତଙ୍କ  । ଗତ କିଛି ଦିନ ହେବ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ କୁମ୍ଭୀର ଆତଙ୍କ ଦେଖିବାକୁ ମିଳୁଛି  । କୁମ୍ଭୀର ଆକ୍ରମଣରେ ବହୁ ଜୀବନ ହାନି ମଧ୍ୟ ଘଟୁଥିବା ଦୃଶ୍ୟ ସାମ୍ନାକୁ ଆସୁଛି  ।     ଆଜି କିନ୍ତୁ କିଛି ଭିନ୍ନ ଘଟଣା ଦେଖିବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ ! ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ଆସନ୍ତାକାଲି ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଆଜିଠାରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି  ପାଣିପାଗ ବିଭାଗ । ଆଜି ପାଇଁ…

ଭାଷା ଭାଗବତ : ମାତୃଭାଷା ହିଁ ମୂଳଦୁଆ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଦରମା-ଖିଆ ବାପା, ମାଆଁ ଖୋଜିଲେ ଏ ସାରା ଦୁନିଆଁ କେଉଁଠି ବି ମିଳିବେନାହିଁ ଏ ସତ୍ୟ ବୁଝୁନୁ କିପାଇଁ ? ସାନ ପୁଅ, ଝିଅଂକ ଯତ୍ନ ଆଡ଼କୁ ଦେଲେ ଟିକେ ମନ ଏବର ମାତା ଆଉ ପିତା ହୋଇପାରଂତେ ଶିକ୍ଷାଦାତା ଅଂତତଃ ପାଂଚ ବର୍ଷ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ମଙ୍ଗଳ ଆଳତି ଆଚରଣ ବିଧି

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପ୍ରତ୍ୟୁଷରେ ଅନୁଷ୍ଠିତ ହେଉଥିବା ଦ୍ଵିତୀୟ ନୀତି ହେଲା ମଙ୍ଗଳ ଆଳତି। ଏହି ମଙ୍ଗଳ ଆଳତିର ପ୍ରକାର ଭେଦ ମନ୍ତ୍ର ଓ ପୂଜକମାନଙ୍କ କର୍ତ୍ତବ୍ୟ ବିଷୟରେ ଆମେ ଆଲୋଚନା କଲେ।…