ଦିନ ଦ୍ବିପ୍ରହରରେ ବୁଲିଲା ଖଣ୍ଡା: ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁଇ ଦୁର୍ବୃତ୍ତ
ସୋର: ସୋରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦିନ ଦ୍ବିପ୍ରହରରେ ସୋର ବରଫ ଛକରେ ବୁଲିଲା କଟୁରୀ ଓ ଭୁଜାଲି । ଆଉ ଲହୁ ଲୁହାଣ ହେଲେ ଯୁବକ । ଦୁଇ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ପ୍ରଥମେ ସୋର ମେଡିକାଲରେ…