ବିଳମ୍ବିତ ରାତିରେ ବଡ ଧରଣର ଭୂକମ୍ପରେ ଥରିଲା ଚୀନ : ୧୧୧ ମୃତ
ବେଜିଂ:ଚୀନର ଗାଂସୁ ପାନ୍ତରେ ସୋମବାର ବିଳମ୍ବିତ ରାତିରେ ଭୟଙ୍କର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୨ରହିଛି । ଚୀନର ଭୂକମ୍ପ ନେଟୱର୍କ କେନ୍ଦ୍ର ଅନୁସାରେ, ସୋମବାର ୧୧ଟା ୫୯ ମିନିଟରେ ଉତ୍ତର ପଶ୍ଚିମୀ ଚୀନର ଗାଂସୁ ପ୍ରାନ୍ତରେ ଜୋରଦାର ଭୂକମ୍ପ ଅନୁଭୂତ…