ପୁରୀରେ ଡକାୟତି ଯୋଜନା ପଣ୍ଡ, ୫ଜଣଙ୍କୁ ଗିରଫ କଲା ବାସେଳୀ ସାହି ଥାନା ପୋଲିସ
ପୁରୀ: ପୁରୀରେ ଡକାୟତି ଯୋଜନା ପଣ୍ଡ । ୫ଜଣଙ୍କୁ ଗିରଫ କଲା ବାସେଳୀ ସାହି ଥାନା ପୋଲିସ । ଗିରଫ ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ମାମଲା ରହିଛି । ଏନେଇ ସାମ୍ବାଦିକ ସମ୍ମିଳନୀକରି ସୂଚନା ଦେଇଛି ବାସେଳୀ ସାହି ଥାନା ପୋଲିସ ।
ସୂଚନା ଅନୁସାରେ, ପୁରୀ ମଙ୍ଗଳା ଘାଟ ଛକ…